Something went wrong with the connection!

ଓଡ଼ିଶା ସମାଚାର

ବାସୁଦେବ ବେହେରା କେନ୍ଦ୍ରାପଡ଼ା ଜିଲା ବିଜେଡ଼ି ଉପସଭାପତି ନିଯୁକ୍ତ

 Current News

ବାସୁଦେବ ବେହେରା କେନ୍ଦ୍ରାପଡ଼ା ଜିଲା ବିଜେଡ଼ି ଉପସଭାପତି ନିଯୁକ୍ତ

January 11
17:41 2018
Share this...
Share on Facebook0Share on Google+0Tweet about this on TwitterShare on LinkedIn1

Basudeb Beheraଗରଦପୁର,୧୧/୦୧/୨୦୧୮ (ଓଡ଼ିଶା ସମାଚାର)- ରାଜ୍ୟ ବିଜୁ ଜନତା ଦଳ ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ଜିଲ୍ଲା ବିଜୁ ଯୁବ ଜନତା ଦଳର ସଂଗଠନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ଜିଲ୍ଲା କମିଟିର ପୁନର୍ଗଠନକୁ ଅନୁମୋଦନ କରିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ବିଜୁ ଯୁବ ଜନତା ଦଳର ଉପ-ସଭାପତି ଭାବେ ଗରଦପୁର ବ୍ଲକ୍ ର ପୂର୍ବତନ ଅଧ୍ୟକ୍ଷ ବାସୁଦେବ ବେହେରା ଙ୍କୁ ନିଯୁକ୍ତ କରାଯାଇଛି ।  ଦଳର ମାନ୍ୟବର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଶ୍ରୀ ବେହେରାଙ୍କ ଉପରେ ଆସ୍ଥା ପ୍ରକଟ କରି ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଥିବାରୁ ସେ ଦଳର ସଭାପତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇବା ସହିତ ପାଟକୁରା ବିଧାୟକ ବେଦପ୍ରକାଶ ଅଗ୍ରୱାଲ ,ଦଳର ସାଧାରଣ ସଂପାଦକ (ଯୁବ ବ୍ୟାପାର) ଶ୍ରୀ ସଂଜୟ କୁମାର ଦାସବର୍ମା, ବିଜୁ ଯୁବ ଜନତା ଦଳ ସଭାପତି ଅମରେଶ ପତ୍ରୀ, କାର୍ଯ୍ୟକାରୀ ସଭାପତି ସଂଜିତ ମହାନ୍ତି, ମହାସଚିବ ଶିଶିର ପରିଜା ଙ୍କୁ ମଧ୍ୟ କୃତଜ୍ଞତା ଜଣାଇଛନ୍ତି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment

five + six =

Polls

Sorry, there are no polls available at the moment.