ଓଡ଼ିଶା ସମାଚାର

ଭାରତ ସ୍କାଉଟ୍ସ ଆଣ୍ଡ ଗାଇଡ୍ସ ଜାମ୍ବୋରିଟି ଉଦ୍ୟାପିତ

 Current News
  • କାର୍ତିକ ଆରଏସଏସ ର ସଦସ୍ୟ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ଗତକାଲି କୁମ୍ଭାରୀ ଗ୍ରାମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କଲାବେଳେ କାର୍ତିକ ମେହେର ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ଫିଙ୍ଗିବାକୁ ଉଦ୍ୟମ କରିଥିଲେ । ବିଜେଡି ତରଫରୁ ଏହାକୁ...
  • ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ନେଇ ପୋଲିସ ଡିଜିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ବିଜେପୁର ଉପ-ନିର୍ବାଚନରେ ପ୍ରାର୍ଥôନୀ ରୀତା ସାହୁଙ୍କ ପାଇଁ ପ୍ରଚାରରେ ଯାଇଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉପରକୁ ବରପାଲ୍ଲୀ ବ୍ଲକ କୁମ୍ଭାରୀ ଗ୍ରାମ ଠାରେ ଗତକାଲି ଆକ୍ରମଣ କରାଯାଇଥିଲା । ଆକ୍ରମଣକାରୀର ପକେଟ୍ରୁ ବିଜେପିର...
  • ଯୁଗଶ୍ରୀ ଯୁଗନାରୀର ବାର୍ଷିକ ସାରସ୍ୱତ ସମାରୋହ ଅନୁଷ୍ଠିତ             ସାରସ୍ୱତ ସ୍ରଷ୍ଟାମାନେ ସମାଜ ସଚେତନ ହେବାକୁ ଆହ୍ୱାନ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-  ବାଲେଶ୍ୱରରୁ ନିୟମିତ ପ୍ରକାଶିତ ହେଉଥିବା ମାସିକ ମହିଳା ପତ୍ରିକା ‘ଯୁଗଶ୍ରୀ ଯୁଗନାରୀ’ର ବାର୍ଷିକ ସାରସ୍ୱତ ସମାରୋହ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ସଭା...
  • କେନ୍ଦ୍ରମନ୍ତ୍ରୀ ରାମକି୍ରଷ୍ଣପାଲ ଯାଦବଙ୍କୁ ସ୍ୱାଗତ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-ଗାଇ ସିଲଟ ବ୍ଲକ ଅନ୍ତର୍ଗତ ଜଗଲଘାଟ ପଂଚାୟତରେ ଏକ ନିର୍ବାଚନୀ ସଭାରେ ବରଗଡ଼ ଜିଲ୍ଲା ସଭାପତି ଅରୁପାନନ୍ଦ ସାହୁଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ସମ୍ପାଦକ ସୁରେଶ ପୂଜାରୀ, ଚିତରଞ୍ଜନ କଂସ, ଲକ୍ଷ୍ମଣ ଭୋଇ, ଆଲେକଜାଣ୍ଡର ଦାସ, ସୁଜାତା ବାରିକ,...
  • ଶିକ୍ଷୟତ୍ରୀ ବିଦ୍ୟାଳୟକୁ ବିଳମ୍ବରେ ଆସୁଛନ୍ତି ବେଙ୍ଗାମୁଣ୍ଡା,୨୧/୦୨/୨୦୧୮ (ଓଡ଼ିଶା ସମାଚାର/ଅଶୋକ ନାରାୟଣ ଭୋଇ)-ସରକାର ସମସ୍ତ ଙ୍କ ପାଇଁ ମାଗଣା ଏବଂ ବାଧ୍ୟତା ମୂଳକ ଶିକ୍ଷା ର ବ୍ୟବସ୍ଥା କରିବା ସହ ଛାତ୍ର ଛାତ୍ରୀ ଙ୍କୁ ବିଦ୍ୟାଳୟଭିମୁଖୀ ଲକ୍ଷ୍ୟରେ  ମାଗଣାରେ ପାଠ୍ୟ ପୁସ୍ତକ ବଂଟନ, ପୋଷାକ, ମଧ୍ୟାହ୍ନ ଭୋଜନ ଆଦି...

ଭାରତ ସ୍କାଉଟ୍ସ ଆଣ୍ଡ ଗାଇଡ୍ସ ଜାମ୍ବୋରିଟି ଉଦ୍ୟାପିତ

ଭାରତ ସ୍କାଉଟ୍ସ ଆଣ୍ଡ ଗାଇଡ୍ସ ଜାମ୍ବୋରିଟି ଉଦ୍ୟାପିତ
January 11
20:32 2018

ଭୁବନେଶ୍ୱର, ୧୧/୦୧/୨୦୧୮(ଓଡ଼ିଶା ସମାଚାର)- ୧୮ତମ ଅଲ୍ ଇଣ୍ଡିଆ ରେଳବାଇ ଭାରତ ସ୍କାଉଟ୍ସ ଆଣ୍ଡ ଗାଇଡ୍ସ ଜାମ୍ବୋରିଟି ଆଜି ଆନୁଷ୍ଠାନିକ ମଂଚେଶ୍ୱର କ୍ରୀଡା କମ୍ପ୍ଲେକ୍ସରେ ଉଦ୍ୟାପିତ ହୋଇଯାଇଛି । ଶେଷ ଦିନରେ ରାଜ୍ୟପାଳ ଏସ ସି ଜମିର ଯୋଗଦେଇଥିଲେ । Railway 1

ରାଜ୍ୟପାଳ ଏଥିରେ ଅଂଶଗ୍ରହଣ କରିଥିବା ସମସ୍ତ ପ୍ରତିଯୋଗୀଙ୍କୁ ପ୍ରଶଂସା କରିଥିଲେ । ସେହିପରି ପୂର୍ବତଟ ରେଳବାଇ ମହାପ୍ରବନ୍ଧକ ଉମେଶ ସିଂହ କହିଥିଲେ ଯେ, ସ୍କାଉଟ୍ ଆଣ୍ଡ ଗାଇଡ୍ସ ଭାରତର ବିଭିନ୍ନ କୋଣଅନୁକୋଣରୁ ଆସି ଏଠାରେ ସେମାନଙ୍କର ସାଂସ୍କୃତିକ, ଭାରତ ସ୍କାଉଟ୍ସ ଆଣ୍ଡ ଗାଇଡ୍ସ ଜାମ୍ବୋରିଟି ଉଦ୍ୟାପିତ ପରମ୍ପରା, ଭାଷା, ଖାଦ୍ୟ, କଳାନୈପୂଣ୍ୟ ପ୍ରଦର୍ଶନ କରିଛନ୍ତି । ସେହିପରି ପୂର୍ବତଟ ରେଳାବାଇର ପ୍ରିନ୍ସିପାଲ୍ ଶ୍ରୀମତୀ ମଞ୍ଜୁ ରାୟ କହିଥିଲେ ଯେ, ୨୫୦୦ରୁ ରେଳବାଇର ଭାରତ ସ୍କାଉଟ୍ ଆଣ୍ଡ ଗାଇଡନ୍ସ ଭଲି ଭଲିଂଟିଅୟର ୧୬ଟି ଜେନାଲ୍ରେ ପ୍ରତିଯୋଗିତା ହୋଇଥିଲା । ଅନ୍ୟମାନଙ୍କ ଫାଷ୍ଟ ଲେଡି ଶ୍ରୀମତୀ ଆଲେମେଲା ଜମିର, ପୂର୍ବତଟ ରେଳପଥର ଏଜିଏମ୍ ରାଜୀବ ଶର୍ମା, ୱାର୍କସପ୍ ମ୍ୟାନେଜର ଏମକେ ପୋଦ୍ଧାର ମୁଖ୍ୟ ଉପସ୍ଥିତ ରହିଥିଲେ । ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଓଡ଼ିଶା ସମାଚାରRailway 3Railway 2

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment

five × 1 =