ଓଡ଼ିଶା ସମାଚାର

ଗାଡ଼ି ଓଲଟି ୧୭ ଗୋରୁ ମୃତ

 Current News
  • କାର୍ତିକ ଆରଏସଏସ ର ସଦସ୍ୟ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ଗତକାଲି କୁମ୍ଭାରୀ ଗ୍ରାମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କଲାବେଳେ କାର୍ତିକ ମେହେର ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ଫିଙ୍ଗିବାକୁ ଉଦ୍ୟମ କରିଥିଲେ । ବିଜେଡି ତରଫରୁ ଏହାକୁ...
  • ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ନେଇ ପୋଲିସ ଡିଜିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ବିଜେପୁର ଉପ-ନିର୍ବାଚନରେ ପ୍ରାର୍ଥôନୀ ରୀତା ସାହୁଙ୍କ ପାଇଁ ପ୍ରଚାରରେ ଯାଇଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉପରକୁ ବରପାଲ୍ଲୀ ବ୍ଲକ କୁମ୍ଭାରୀ ଗ୍ରାମ ଠାରେ ଗତକାଲି ଆକ୍ରମଣ କରାଯାଇଥିଲା । ଆକ୍ରମଣକାରୀର ପକେଟ୍ରୁ ବିଜେପିର...
  • ଯୁଗଶ୍ରୀ ଯୁଗନାରୀର ବାର୍ଷିକ ସାରସ୍ୱତ ସମାରୋହ ଅନୁଷ୍ଠିତ             ସାରସ୍ୱତ ସ୍ରଷ୍ଟାମାନେ ସମାଜ ସଚେତନ ହେବାକୁ ଆହ୍ୱାନ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-  ବାଲେଶ୍ୱରରୁ ନିୟମିତ ପ୍ରକାଶିତ ହେଉଥିବା ମାସିକ ମହିଳା ପତ୍ରିକା ‘ଯୁଗଶ୍ରୀ ଯୁଗନାରୀ’ର ବାର୍ଷିକ ସାରସ୍ୱତ ସମାରୋହ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ସଭା...
  • କେନ୍ଦ୍ରମନ୍ତ୍ରୀ ରାମକି୍ରଷ୍ଣପାଲ ଯାଦବଙ୍କୁ ସ୍ୱାଗତ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-ଗାଇ ସିଲଟ ବ୍ଲକ ଅନ୍ତର୍ଗତ ଜଗଲଘାଟ ପଂଚାୟତରେ ଏକ ନିର୍ବାଚନୀ ସଭାରେ ବରଗଡ଼ ଜିଲ୍ଲା ସଭାପତି ଅରୁପାନନ୍ଦ ସାହୁଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ସମ୍ପାଦକ ସୁରେଶ ପୂଜାରୀ, ଚିତରଞ୍ଜନ କଂସ, ଲକ୍ଷ୍ମଣ ଭୋଇ, ଆଲେକଜାଣ୍ଡର ଦାସ, ସୁଜାତା ବାରିକ,...
  • ଶିକ୍ଷୟତ୍ରୀ ବିଦ୍ୟାଳୟକୁ ବିଳମ୍ବରେ ଆସୁଛନ୍ତି ବେଙ୍ଗାମୁଣ୍ଡା,୨୧/୦୨/୨୦୧୮ (ଓଡ଼ିଶା ସମାଚାର/ଅଶୋକ ନାରାୟଣ ଭୋଇ)-ସରକାର ସମସ୍ତ ଙ୍କ ପାଇଁ ମାଗଣା ଏବଂ ବାଧ୍ୟତା ମୂଳକ ଶିକ୍ଷା ର ବ୍ୟବସ୍ଥା କରିବା ସହ ଛାତ୍ର ଛାତ୍ରୀ ଙ୍କୁ ବିଦ୍ୟାଳୟଭିମୁଖୀ ଲକ୍ଷ୍ୟରେ  ମାଗଣାରେ ପାଠ୍ୟ ପୁସ୍ତକ ବଂଟନ, ପୋଷାକ, ମଧ୍ୟାହ୍ନ ଭୋଜନ ଆଦି...

ଗାଡ଼ି ଓଲଟି ୧୭ ଗୋରୁ ମୃତ

January 11
20:40 2018

ଚଣ୍ଡିଖୋଲ, ୧୧/୦୧/୨୦୧୮(ଓଡିଶା ସମାଚାର) -ଢେଙ୍କାନାଳ ଜିଲ୍ଲା ନିହଲ ପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ଗ୍ରାମ ନିକଟରେ ଏକ ୧୨ଚକିଆ ବୋଲର ଗାଡି ଓଲଟି୧୭ଗୋରୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସଂପ୍ରତି ଢେଙ୍କାନାଳରୁ ଯାଜପୁର ବଡର ପାସ କରୁଥିବା ସମୟରେ ଏକ ୧୨ଚକିଆ ଟ୍ରକ ନମ୍ବର ଓଆର.୨୨ସି ୩୮୭୧ଗୋରୁ ବୋଝେଇ କରି ଯାଉଥିଲା ବେଳେ ଡ୍ରାଇଭରର ବେପୁରୁଆ ଗାଡି ଚଳାଇବା ଯୋଗୁ ଭାରସାମ୍୍ୟ ହରାଇ ରାସ୍ତା ପାଶ୍ୱର୍କୁ ଓଲଟି ପଡିଥିଲା । ଗାଡିରେ ବେଆଇନ ଭାବେ ବୋଝେଇ ହୋଇଥିବା ସଂଖ୍ୟାଧିକ ଗୋରୁ ମାନଙ୍କ ମଧ୍ୟରୁ ୧୭ଟି ଗୋରୁ ମରିଥିବା ବେଳେ ଅନେକ ଆହାତ ହୋଇଛନ୍ତି । ଏହା ଏକ ବେଆଇନ ଗୋଚାଲାଣ ଥିଲା ବୋଲି ସ୍ଥାନୀୟ ଲୋକମାନଙ୍କ ଠାରୁ ଜଣାଯାଏ । ନିହଲ ପ୍ରସାଦ ଥାନା ଅଧିକାରୀ ଦୀପକ ଦାସଙ୍କ ଯୋଗାଯୋଗ କରିବାରୁ ଗୋରୁ ଗାଡିର ପରମିଟ ନଥିବା ଏବଂ ବେଆଇନ ଚାଲାଣ ହେଉଥିବା କହିଥିଲେ । ଏହି ଘଟଣାରେ ସ୍ଥାନୀୟ ଅଂଚଳରେ ତୀବ୍ର ଉତେଜନା ପ୍ରକାଶ ପାଇବାରୁ ଏସ.ଡି.ପି.ଓ ନିରଞ୍ଜନ ପାତ୍ର ସଦଳବଳ ଘଟଣା ସ୍ଥଳକୁ ଆସି ଅଅଇନ ଶୃଙ୍ଖଳା ବଜାୟ ରଖିଥିଲେ । ଢେଙ୍କାନାଳ-ଯାଜପୁର ଦେଇ ବାରମ୍ବାର ବେଆଇନ ଗୋରୁଗାଡି ପାସ କରୁଥର ଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ଗୋସୁରକ୍ଷା କର୍ମୀମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment

six + seventeen =