ଓଡ଼ିଶା ସମାଚାର

ସଂକ୍ଷେପରେ ତାଜା ଖବର : ଠିକାଦାରଙ୍କ ଘର ଉପରକୁ ପୁଣି ବୋମା ମାଡ଼ – ନିଆଳି ଅଂଚଳ ଅଶାନ୍ତ

 Current News
  • କାର୍ତିକ ଆରଏସଏସ ର ସଦସ୍ୟ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ଗତକାଲି କୁମ୍ଭାରୀ ଗ୍ରାମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କଲାବେଳେ କାର୍ତିକ ମେହେର ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ଫିଙ୍ଗିବାକୁ ଉଦ୍ୟମ କରିଥିଲେ । ବିଜେଡି ତରଫରୁ ଏହାକୁ...
  • ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ନେଇ ପୋଲିସ ଡିଜିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ବିଜେପୁର ଉପ-ନିର୍ବାଚନରେ ପ୍ରାର୍ଥôନୀ ରୀତା ସାହୁଙ୍କ ପାଇଁ ପ୍ରଚାରରେ ଯାଇଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉପରକୁ ବରପାଲ୍ଲୀ ବ୍ଲକ କୁମ୍ଭାରୀ ଗ୍ରାମ ଠାରେ ଗତକାଲି ଆକ୍ରମଣ କରାଯାଇଥିଲା । ଆକ୍ରମଣକାରୀର ପକେଟ୍ରୁ ବିଜେପିର...
  • ଯୁଗଶ୍ରୀ ଯୁଗନାରୀର ବାର୍ଷିକ ସାରସ୍ୱତ ସମାରୋହ ଅନୁଷ୍ଠିତ             ସାରସ୍ୱତ ସ୍ରଷ୍ଟାମାନେ ସମାଜ ସଚେତନ ହେବାକୁ ଆହ୍ୱାନ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-  ବାଲେଶ୍ୱରରୁ ନିୟମିତ ପ୍ରକାଶିତ ହେଉଥିବା ମାସିକ ମହିଳା ପତ୍ରିକା ‘ଯୁଗଶ୍ରୀ ଯୁଗନାରୀ’ର ବାର୍ଷିକ ସାରସ୍ୱତ ସମାରୋହ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ସଭା...
  • କେନ୍ଦ୍ରମନ୍ତ୍ରୀ ରାମକି୍ରଷ୍ଣପାଲ ଯାଦବଙ୍କୁ ସ୍ୱାଗତ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-ଗାଇ ସିଲଟ ବ୍ଲକ ଅନ୍ତର୍ଗତ ଜଗଲଘାଟ ପଂଚାୟତରେ ଏକ ନିର୍ବାଚନୀ ସଭାରେ ବରଗଡ଼ ଜିଲ୍ଲା ସଭାପତି ଅରୁପାନନ୍ଦ ସାହୁଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ସମ୍ପାଦକ ସୁରେଶ ପୂଜାରୀ, ଚିତରଞ୍ଜନ କଂସ, ଲକ୍ଷ୍ମଣ ଭୋଇ, ଆଲେକଜାଣ୍ଡର ଦାସ, ସୁଜାତା ବାରିକ,...
  • ଶିକ୍ଷୟତ୍ରୀ ବିଦ୍ୟାଳୟକୁ ବିଳମ୍ବରେ ଆସୁଛନ୍ତି ବେଙ୍ଗାମୁଣ୍ଡା,୨୧/୦୨/୨୦୧୮ (ଓଡ଼ିଶା ସମାଚାର/ଅଶୋକ ନାରାୟଣ ଭୋଇ)-ସରକାର ସମସ୍ତ ଙ୍କ ପାଇଁ ମାଗଣା ଏବଂ ବାଧ୍ୟତା ମୂଳକ ଶିକ୍ଷା ର ବ୍ୟବସ୍ଥା କରିବା ସହ ଛାତ୍ର ଛାତ୍ରୀ ଙ୍କୁ ବିଦ୍ୟାଳୟଭିମୁଖୀ ଲକ୍ଷ୍ୟରେ  ମାଗଣାରେ ପାଠ୍ୟ ପୁସ୍ତକ ବଂଟନ, ପୋଷାକ, ମଧ୍ୟାହ୍ନ ଭୋଜନ ଆଦି...

ସଂକ୍ଷେପରେ ତାଜା ଖବର : ଠିକାଦାରଙ୍କ ଘର ଉପରକୁ ପୁଣି ବୋମା ମାଡ଼ – ନିଆଳି ଅଂଚଳ ଅଶାନ୍ତ

January 12
08:03 2018

କଟକ, ୧୨/୦୧/୨୦୧୮ (ଓଡ଼ିଶା ସମାଚାର)- କଟକ ଜିଲା ନିଆଳି ଅଂଚଳ ଏବେ ଅଶାନ୍ତ ହୋଇ ପଡ଼ିଛି । ୧୦ ଦିନରେ ୩ ଥର ବୋମା ଫୁଟିଲାଣି । ୪ ମାସରେ ଠିକାଦାର ରାଜକିଶୋର ରାଉତ୍ ଙ୍କ ଘର ଉପରକୁ ୨ୟ ଥର ବୋମା ମାଡ଼ ହୋଇଛି । ବୋମା ମାଡ଼ରେ ବିଶେଷ କିଛି OS Red Logoକ୍ଷୟ କ୍ଷତି ହୋଇନଥିଲେ ମଧ୍ୟ ଅଂଚଳରେ ଭୟର ବାତାବାରଣ ସୃଷ୍ଟି ହୋଇଛି । ଗୁରୁବାର ରାତି ପ୍ରାୟ ୮ ଟାରେ ୨ ଜଣ ଦୁର୍ବୃତ ମୁହଁରେ କଳା କପଡ଼ା ବାନ୍ଧି ବାଇକ୍ ରେ ଆସି ଠିକାଦାର ରାଜକିଶୋର ରାଉତ୍ ଙ୍କ ଘର ଉପରକୁ ବୋମା ମାଡ଼ କରି ଫେରାର ହୋଇଯାଇଛନ୍ତି । ବୋମାଡ଼ରେ ବିଶେଷ କ୍ଷୟକ୍ଷତି ହୋଇନଥିଲେ ମଧ୍ୟ ଦାଣ୍ଡଘର କାନ୍ଥ କଣା ହୋଇଯାଇଛି । ନିଆଳି ପୁଲିସ୍ ପହଂଚି ତଦନ୍ତ ଆରମ୍ଭ କରିଛି । ଗତ ୨୦୧୭ ଅକ୍ଟୋବର ୧୪ ତାରିଖରେ ଠିକାଦାର ରାଜକିଶୋର ରାଉତ୍ ଙ୍କ ଘର ଉପରକୁ ବୋମା ମାଡ଼ ହୋଇଥିଲା । ସେହିପରି ଡ଼ିସେମ୍ବର ୩୧ ତାରିଖ ରେ ପୋଖରୀଗାଁ ଓ ୨୦୧୮ ଜାନୁଆରୀ ୭ ତାରିଖରେ ପୋଲସରାରେ ବୋମାମାଡ଼ ଘଟିଛି । କୌଣସି ବୋମା ମାଡ଼ ଘଟଣାର ଅପରାଧୀଙ୍କୁ ପୁଲିସ୍ ଧରିପାରିନାହିଁ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment

13 − 2 =