ଓଡ଼ିଶା ସମାଚାର

ନୂଆବର୍ଷରେ ନନ୍ଦନକାନନ ବୁଲିଲେ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ

 Breaking News
  • ବହୁ ହେଭିୱେଟ୍ ନେତା ଚିତ୍ ପଟାଙ୍ଗ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ବହୁ ହେଭିୱେଟ୍ ନେତା ସେମାନଙ୍କ ଭାଗ୍ୟପରୀକ୍ଷା କରୁଥିଲେ । ହେଲେ ଜନାଦେଶ ସେମାନଙ୍କ ବିପକ୍ଷରେ ଯିବାରୁ ସେମାନେ ପରାଜୟର ସାମ୍ନା କରିଛନ୍ତି । ଏମାନଙ୍କ ମଧ୍ୟରେ ବିଜେପିର ବରିଷ୍ଠ...
  • ୨ଟି ଆସନରୁ ବିଜୟୀ ହେଲେ ନବୀନ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ରାଜନୈତିକ କ୍ୟାରିୟରର ଦୀର୍ଘବର୍ଷ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୨ଟି ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ୨୦୦୦ ମସିହାରୁ ହିଞ୍ଜିଳି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା...
  • ଓଡ଼ିଶାବାସୀଙ୍କଠାରେ ଗଭୀର କୃତଜ୍ଞତା ଜଣାଉଛି:ନବୀନ ପଟ୍ଟନାୟକ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ଓଡ଼ିଶାବାସୀ ବିଜେଡ଼ି ଦଳକୁ ଆଶୀର୍ବାଦ କରି କ୍ଷମତାକୁ ପଂଚମ ଥର ପାଇଁ ଆଣିଥିବାରୁ ସେମାନଙ୍କ ପାଖରେ ମୁଁ ଗଭୀର କୃତଜ୍ଞତା ଜଣାଉଛି । ଏହା ବ୍ୟତୀତ ଦଳକୁ ବିଜୟୀ କରିବା କ୍ଷେତ୍ରରେ ପ୍ରମୁଖ...
  • ବାତ୍ୟା ପ୍ରପିଡିତ ଜନତାଙ୍କ ସେବାରେ ରେଡକ୍ରସ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ପ୍ରାୟ ୨୦ ଦିନ ତଳେ  ଓଡିଶା ଉପକୁଳରେ ବିଭୀଷିକାର ତାଣ୍ଡବ ରଚିଥିଲା ବାତ୍ୟା ଫନି । ଘର ଦ୍ୱାର,  ବଡ ବଡ ଗଛ, ପନିପରିବା, ପାନ ଚାଷ, ଛତୁ ଚାଷ, ପ୍ରାକୃତିକ ଜଙ୍ଗଲ ଓ ବନ୍ୟଜନ୍ତୁ...
  • ପଶୁ-ପକ୍ଷୀଙ୍କ ପାଇଁ ଜଳ ଯୋଗାଣ   ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ବାତ୍ୟା ପର ର ରାଜଧାନୀ ବୃକ୍ଷ ଓ ଛାଇ ଶୂନ୍ୟ ହୋଇଛି । ଆକାଶରୁ ନିଆଁ ଝୁଲ ଭଳି ରୌଦ୍ରତାପରେ ସନ୍ତୁଳି ହେଉଛି ଜୀବନ । ଦିନ ୧୧ଟା ବେଳକୁ ରାସ୍ତାଘାଟ ଜନଶୂନ୍ୟ ହୋଇଯାଉଛି...
ନୂଆବର୍ଷରେ ନନ୍ଦନକାନନ ବୁଲିଲେ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ
January 02
12:38 2019

ଭୁବନେଶ୍ୱର, ୦୨/୦୧/୨୦୧୯ (ଓଡ଼ିଶା ସମାଚାର)- ଏଥର ନୂଆବର୍ଷରେ ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ବୁଲିଛନ୍ତି । ୨୦୧୯ ପ୍ରଥମ ଦିନରେ ମୋଟ ୪୩,୪୨୭ ଜଣ ପର୍ଯ୍ୟଟକ ନନ୍ଦନକାନନ ବୁଲିଛନ୍ତି । ଏହାସହ ଟିକେଟ୍ ବାବଦକୁ ୧୮ ଲକ୍ଷ ୯୮ ହଜାର ୯୦୦ ଟଙ୍କା ସଂଗ୍ରହ କରାଯାଇଛି । ଗତ କିଛି ବର୍ଷ ମଧ୍ୟରେ ନନ୍ଦନକାନନର ଏହା ସର୍ବାଧିକ ଆୟ । ସୂଚନା ଅନୁସାରେ ୨୦୧୮ ଜାନୁଆରୀ ୧ରେ ନନ୍ଦନକାନନରେ ୩୮ ହଜାର ୫୭୭ ଜଣ ପର୍ଯ୍ୟଟକ ବୁଲିଥିଲେ । ସେମାନଙ୍କ ଠାରୁ ୧୩ ଲକ୍ଷ ୫୨ ହଜାର ୧୭୦ ଟଙ୍କା ଟିକେଟ୍ ବାବଦକୁ ଆଦାୟ ହୋଇଥିଲା । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment