ଓଡ଼ିଶା ସମାଚାର

ସଂକ୍ଷେପରେ ତାଜା ଖବର ;କୃଷି ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଇସ୍ତଫା

 Breaking News
  • ବହୁ ହେଭିୱେଟ୍ ନେତା ଚିତ୍ ପଟାଙ୍ଗ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ବହୁ ହେଭିୱେଟ୍ ନେତା ସେମାନଙ୍କ ଭାଗ୍ୟପରୀକ୍ଷା କରୁଥିଲେ । ହେଲେ ଜନାଦେଶ ସେମାନଙ୍କ ବିପକ୍ଷରେ ଯିବାରୁ ସେମାନେ ପରାଜୟର ସାମ୍ନା କରିଛନ୍ତି । ଏମାନଙ୍କ ମଧ୍ୟରେ ବିଜେପିର ବରିଷ୍ଠ...
  • ୨ଟି ଆସନରୁ ବିଜୟୀ ହେଲେ ନବୀନ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ରାଜନୈତିକ କ୍ୟାରିୟରର ଦୀର୍ଘବର୍ଷ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୨ଟି ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ୨୦୦୦ ମସିହାରୁ ହିଞ୍ଜିଳି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା...
  • ଓଡ଼ିଶାବାସୀଙ୍କଠାରେ ଗଭୀର କୃତଜ୍ଞତା ଜଣାଉଛି:ନବୀନ ପଟ୍ଟନାୟକ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ଓଡ଼ିଶାବାସୀ ବିଜେଡ଼ି ଦଳକୁ ଆଶୀର୍ବାଦ କରି କ୍ଷମତାକୁ ପଂଚମ ଥର ପାଇଁ ଆଣିଥିବାରୁ ସେମାନଙ୍କ ପାଖରେ ମୁଁ ଗଭୀର କୃତଜ୍ଞତା ଜଣାଉଛି । ଏହା ବ୍ୟତୀତ ଦଳକୁ ବିଜୟୀ କରିବା କ୍ଷେତ୍ରରେ ପ୍ରମୁଖ...
  • ବାତ୍ୟା ପ୍ରପିଡିତ ଜନତାଙ୍କ ସେବାରେ ରେଡକ୍ରସ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ପ୍ରାୟ ୨୦ ଦିନ ତଳେ  ଓଡିଶା ଉପକୁଳରେ ବିଭୀଷିକାର ତାଣ୍ଡବ ରଚିଥିଲା ବାତ୍ୟା ଫନି । ଘର ଦ୍ୱାର,  ବଡ ବଡ ଗଛ, ପନିପରିବା, ପାନ ଚାଷ, ଛତୁ ଚାଷ, ପ୍ରାକୃତିକ ଜଙ୍ଗଲ ଓ ବନ୍ୟଜନ୍ତୁ...
  • ପଶୁ-ପକ୍ଷୀଙ୍କ ପାଇଁ ଜଳ ଯୋଗାଣ   ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ବାତ୍ୟା ପର ର ରାଜଧାନୀ ବୃକ୍ଷ ଓ ଛାଇ ଶୂନ୍ୟ ହୋଇଛି । ଆକାଶରୁ ନିଆଁ ଝୁଲ ଭଳି ରୌଦ୍ରତାପରେ ସନ୍ତୁଳି ହେଉଛି ଜୀବନ । ଦିନ ୧୧ଟା ବେଳକୁ ରାସ୍ତାଘାଟ ଜନଶୂନ୍ୟ ହୋଇଯାଉଛି...
January 06
15:11 2019

ଭୁବନେଶ୍ୱର, ୦୬/୦୧/୨୦୧୯ (ଓଡ଼ିଶା ସମାଚାର)- କୃଷି ଓ ପଂଚାୟତିରାଜ ମନ୍ତ୍ରୀ ପ୍ରଦୀପ ମହାରଥୀ ମନ୍ତ୍ରୀ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି । ପିପିଲି ମାମଲାର ରାୟ ପ୍ରକାଶ ପାଇବା ପରେ ସେ ବିବାଦକୁ ଆସିଥିଲେ । ବେବିନା ଗଣ ଦୁଶ୍କର୍ମ ଓ ହତ୍ୟା ମାମଲା ର  ରାୟ ପ୍ରକାଶ ପାଇବା ପରେ କୃଷି ଓ ପଂଚାୟତିରାଜ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବୟାନ ଯୋଗୁ ସେ ବିବାଦକୁ ଆସିଥିଲେ । ବିରୋଧି ମାନେ ତାଙ୍କ ଇସ୍ତଫା ଦାବି କରିଥିଲେ । ଗତକାଲି ବାରିପଦା ଗସ୍ତ Pradip Maharathi 2ସମୟରେ ପ୍ରଧାନମନ୍ତ୍ରୀ ମଧ୍ୟ ଏହି ପ୍ରସଙ୍ଗରେ ମନ୍ତବ୍ୟ ଦେଇଥିଲେ ।  ଆଜି କିଛି ସମୟ ପୂର୍ବରୁ ନୈତିକତା ଦୃଷ୍ଟିରୁ ସେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଥିଲେ ଓ ମୁଖ୍ୟମନ୍ତ୍ରୀ ତାହାକୁ ଗ୍ରହଣ କରିନେବା ପାଇଁ ରାଜ୍ୟପାଳଙ୍କ ନିକଟକୁ ସୁପାରିଶ କରିଥିବା ସୂଚନା ମିଳିଛି । ପୂର୍ବରୁ ଏହି ଘଟଣା ଘଙ୍କିବା ସମୟରେ ମଧ୍ୟ ପ୍ରଦରପ ମହାରଥୀ କୃଷି ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment