ଓଡ଼ିଶା ସମାଚାର

ପୁନର୍ବାସରେ ମସ୍ତିଷ୍କ ପକ୍ଷାଘାତଙ୍କ ପାଇଁ ସ୍ପିଚ ଥେରାପି

 Breaking News
  • ବହୁ ହେଭିୱେଟ୍ ନେତା ଚିତ୍ ପଟାଙ୍ଗ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ବହୁ ହେଭିୱେଟ୍ ନେତା ସେମାନଙ୍କ ଭାଗ୍ୟପରୀକ୍ଷା କରୁଥିଲେ । ହେଲେ ଜନାଦେଶ ସେମାନଙ୍କ ବିପକ୍ଷରେ ଯିବାରୁ ସେମାନେ ପରାଜୟର ସାମ୍ନା କରିଛନ୍ତି । ଏମାନଙ୍କ ମଧ୍ୟରେ ବିଜେପିର ବରିଷ୍ଠ...
  • ୨ଟି ଆସନରୁ ବିଜୟୀ ହେଲେ ନବୀନ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ରାଜନୈତିକ କ୍ୟାରିୟରର ଦୀର୍ଘବର୍ଷ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୨ଟି ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ୨୦୦୦ ମସିହାରୁ ହିଞ୍ଜିଳି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା...
  • ଓଡ଼ିଶାବାସୀଙ୍କଠାରେ ଗଭୀର କୃତଜ୍ଞତା ଜଣାଉଛି:ନବୀନ ପଟ୍ଟନାୟକ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ଓଡ଼ିଶାବାସୀ ବିଜେଡ଼ି ଦଳକୁ ଆଶୀର୍ବାଦ କରି କ୍ଷମତାକୁ ପଂଚମ ଥର ପାଇଁ ଆଣିଥିବାରୁ ସେମାନଙ୍କ ପାଖରେ ମୁଁ ଗଭୀର କୃତଜ୍ଞତା ଜଣାଉଛି । ଏହା ବ୍ୟତୀତ ଦଳକୁ ବିଜୟୀ କରିବା କ୍ଷେତ୍ରରେ ପ୍ରମୁଖ...
  • ବାତ୍ୟା ପ୍ରପିଡିତ ଜନତାଙ୍କ ସେବାରେ ରେଡକ୍ରସ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ପ୍ରାୟ ୨୦ ଦିନ ତଳେ  ଓଡିଶା ଉପକୁଳରେ ବିଭୀଷିକାର ତାଣ୍ଡବ ରଚିଥିଲା ବାତ୍ୟା ଫନି । ଘର ଦ୍ୱାର,  ବଡ ବଡ ଗଛ, ପନିପରିବା, ପାନ ଚାଷ, ଛତୁ ଚାଷ, ପ୍ରାକୃତିକ ଜଙ୍ଗଲ ଓ ବନ୍ୟଜନ୍ତୁ...
  • ପଶୁ-ପକ୍ଷୀଙ୍କ ପାଇଁ ଜଳ ଯୋଗାଣ   ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ବାତ୍ୟା ପର ର ରାଜଧାନୀ ବୃକ୍ଷ ଓ ଛାଇ ଶୂନ୍ୟ ହୋଇଛି । ଆକାଶରୁ ନିଆଁ ଝୁଲ ଭଳି ରୌଦ୍ରତାପରେ ସନ୍ତୁଳି ହେଉଛି ଜୀବନ । ଦିନ ୧୧ଟା ବେଳକୁ ରାସ୍ତାଘାଟ ଜନଶୂନ୍ୟ ହୋଇଯାଉଛି...
January 07
14:32 2019

କେନ୍ଦ୍ରାପଡ ୦୭/୦୧/୨୦୧୯ (ଓଡ଼ିଶା ସମାଚାର)-ମସ୍ତିଷ୍କ ପକ୍ଷାଘାତ ଆକ୍ରାନ୍ତ ଶିଶୁମାନଙ୍କର ଚାଲିବା ବୁଲିବା ସହ କଥା କହିବାରେ ସମସ୍ୟା ରହିଥାଏ । ଏହାର ଚିକିତ୍ସା ସଂପର୍କରେ ଅଭିଜ୍ଞ ଥେରାପିଷ୍ଟ ମାନଙ୍କ ଦ୍ୱାରା ଫିଜିଓ ଥେରାପି ଓ ସ୍ପିଚ ଥେରାପିର ଆବଶ୍ୟକତା ପଡିଥାଏ । ଏଥିପାଇଁ ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ସହାୟତାରେ ସହରର ମାଧପୁର ସ୍ଥିତ ପୁନର୍ବାସ ଅନୁଷ୍ଠାନ ପରିସରରେ ଚଳିତ ମାସ ୪ ତାରିଖ ଠାରୁ  ସ୍ପିଚ ଥେରାପି ସେବା ଆରମ୍ଭ କରାଯାଇଛି ।  ଯେଉଁ ଶିଶୁ ମାନଙ୍କର ଏହି ସମସ୍ୟା ରହିଛି ସେମାନେ  ନିଶୁଳ୍କ  ସେବା ଏହି କେନ୍ଦ୍ରରେ ମୋବାଇଲ ନଂ-୯୬୫୮୮୫୮୭୩୫ ରେ ଯୋଗା ଯୋଗ କରି  ପାଇ ପାରିବେ ବୋଲି ପୁନର୍ବାସର ସଂପାଦିକ ବନସ୍ମିତା ନାୟକ ସୂଚନା ଦେଇଛନ୍ତି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment