ଓଡ଼ିଶା ସମାଚାର

ଜାଗ ଓଡ଼ିଶା ଜାଗ ର ତୃତୀୟ ବାର୍ଷିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ବୈଠକ

 Breaking News
  • ବହୁ ହେଭିୱେଟ୍ ନେତା ଚିତ୍ ପଟାଙ୍ଗ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ବହୁ ହେଭିୱେଟ୍ ନେତା ସେମାନଙ୍କ ଭାଗ୍ୟପରୀକ୍ଷା କରୁଥିଲେ । ହେଲେ ଜନାଦେଶ ସେମାନଙ୍କ ବିପକ୍ଷରେ ଯିବାରୁ ସେମାନେ ପରାଜୟର ସାମ୍ନା କରିଛନ୍ତି । ଏମାନଙ୍କ ମଧ୍ୟରେ ବିଜେପିର ବରିଷ୍ଠ...
  • ୨ଟି ଆସନରୁ ବିଜୟୀ ହେଲେ ନବୀନ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ରାଜନୈତିକ କ୍ୟାରିୟରର ଦୀର୍ଘବର୍ଷ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୨ଟି ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ୨୦୦୦ ମସିହାରୁ ହିଞ୍ଜିଳି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା...
  • ଓଡ଼ିଶାବାସୀଙ୍କଠାରେ ଗଭୀର କୃତଜ୍ଞତା ଜଣାଉଛି:ନବୀନ ପଟ୍ଟନାୟକ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ଓଡ଼ିଶାବାସୀ ବିଜେଡ଼ି ଦଳକୁ ଆଶୀର୍ବାଦ କରି କ୍ଷମତାକୁ ପଂଚମ ଥର ପାଇଁ ଆଣିଥିବାରୁ ସେମାନଙ୍କ ପାଖରେ ମୁଁ ଗଭୀର କୃତଜ୍ଞତା ଜଣାଉଛି । ଏହା ବ୍ୟତୀତ ଦଳକୁ ବିଜୟୀ କରିବା କ୍ଷେତ୍ରରେ ପ୍ରମୁଖ...
  • ବାତ୍ୟା ପ୍ରପିଡିତ ଜନତାଙ୍କ ସେବାରେ ରେଡକ୍ରସ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ପ୍ରାୟ ୨୦ ଦିନ ତଳେ  ଓଡିଶା ଉପକୁଳରେ ବିଭୀଷିକାର ତାଣ୍ଡବ ରଚିଥିଲା ବାତ୍ୟା ଫନି । ଘର ଦ୍ୱାର,  ବଡ ବଡ ଗଛ, ପନିପରିବା, ପାନ ଚାଷ, ଛତୁ ଚାଷ, ପ୍ରାକୃତିକ ଜଙ୍ଗଲ ଓ ବନ୍ୟଜନ୍ତୁ...
  • ପଶୁ-ପକ୍ଷୀଙ୍କ ପାଇଁ ଜଳ ଯୋଗାଣ   ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ବାତ୍ୟା ପର ର ରାଜଧାନୀ ବୃକ୍ଷ ଓ ଛାଇ ଶୂନ୍ୟ ହୋଇଛି । ଆକାଶରୁ ନିଆଁ ଝୁଲ ଭଳି ରୌଦ୍ରତାପରେ ସନ୍ତୁଳି ହେଉଛି ଜୀବନ । ଦିନ ୧୧ଟା ବେଳକୁ ରାସ୍ତାଘାଟ ଜନଶୂନ୍ୟ ହୋଇଯାଉଛି...
February 13
06:15 2019

ଖୋର୍ଦ୍ଧା, ୧୩/୦୨/୨୦୧୯(ଓଡ଼ିଶା ସମାଚାର)- ଜାଗ ଓଡ଼ିଶା ଜାଗ ସଂଗଠନର ତୃତୀୟ ବାର୍ଷିକ ଉତ୍ସବ ଆସନ୍ତା ମାର୍ଚ୍ଚ ୨୯ ତାରିଖରେ ଅନୁଷ୍ଠିତ ହେବା ନିମନ୍ତେ ଖୋର୍ଦ୍ଧା ସ୍ଥିତ ରାଜ୍ୟ କାର୍ଯ୍ୟାଳୟ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ସଂଗଠନର ବାର୍ଷିକ ଉତ୍ସବର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି ବାର୍ଷିକ ଉତ୍ସବ ନିମନ୍ତେ ଅତିଥି ଚୟନ, ପ୍ରତିଭା ସମ୍ମାନ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ନିଷ୍ପତିି ନିଆଯାଇଛି ।   ଏହି ବୈଠକ ସଭାପତି ନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଉପସଭାପତି ପ୍ରଭାତ କୁମାର ମିଶ୍ର, ନିର୍ଦ୍ଧେଶକ ସତ୍ୟବାଦୀ ବଳିଆରସିଂହ, ଉପଦେଷ୍ଟା ଗୋବିନ୍ଦ ଚନ୍ଦ୍ର ମହାରଣା, ଡ. ବୃନ୍ଦାବନ ପଣ୍ଡା, ମଥୁରାନନ୍ଦ ସୁବୁଦ୍ଧି, ସନ୍ତୋଷ କୁମାର ପଣ୍ଡା, ଦେବବ୍ରତ ଆ•ର୍ଯ୍ୟ, ଇତିଶ୍ରୀ ସାହୁ, ସମ୍ପାଦକ ସୁଜାତା ଦାସ ପ୍ରମୁଖ ୨୦ରୁ ଉଦ୍ଧ୍ୱର୍ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment