ଓଡ଼ିଶା ସମାଚାର

୧୯ ବର୍ଷରୁ କମ୍ ମହିଳା ଜାତୀୟ କ୍ରିକେଟ ଶିବିର : ଓଡ଼ିଶା ରୁ ୪ ମନୋନୀତ

 Breaking News
  • ବହୁ ହେଭିୱେଟ୍ ନେତା ଚିତ୍ ପଟାଙ୍ଗ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ବହୁ ହେଭିୱେଟ୍ ନେତା ସେମାନଙ୍କ ଭାଗ୍ୟପରୀକ୍ଷା କରୁଥିଲେ । ହେଲେ ଜନାଦେଶ ସେମାନଙ୍କ ବିପକ୍ଷରେ ଯିବାରୁ ସେମାନେ ପରାଜୟର ସାମ୍ନା କରିଛନ୍ତି । ଏମାନଙ୍କ ମଧ୍ୟରେ ବିଜେପିର ବରିଷ୍ଠ...
  • ୨ଟି ଆସନରୁ ବିଜୟୀ ହେଲେ ନବୀନ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ରାଜନୈତିକ କ୍ୟାରିୟରର ଦୀର୍ଘବର୍ଷ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୨ଟି ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ୨୦୦୦ ମସିହାରୁ ହିଞ୍ଜିଳି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା...
  • ଓଡ଼ିଶାବାସୀଙ୍କଠାରେ ଗଭୀର କୃତଜ୍ଞତା ଜଣାଉଛି:ନବୀନ ପଟ୍ଟନାୟକ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ଓଡ଼ିଶାବାସୀ ବିଜେଡ଼ି ଦଳକୁ ଆଶୀର୍ବାଦ କରି କ୍ଷମତାକୁ ପଂଚମ ଥର ପାଇଁ ଆଣିଥିବାରୁ ସେମାନଙ୍କ ପାଖରେ ମୁଁ ଗଭୀର କୃତଜ୍ଞତା ଜଣାଉଛି । ଏହା ବ୍ୟତୀତ ଦଳକୁ ବିଜୟୀ କରିବା କ୍ଷେତ୍ରରେ ପ୍ରମୁଖ...
  • ବାତ୍ୟା ପ୍ରପିଡିତ ଜନତାଙ୍କ ସେବାରେ ରେଡକ୍ରସ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ପ୍ରାୟ ୨୦ ଦିନ ତଳେ  ଓଡିଶା ଉପକୁଳରେ ବିଭୀଷିକାର ତାଣ୍ଡବ ରଚିଥିଲା ବାତ୍ୟା ଫନି । ଘର ଦ୍ୱାର,  ବଡ ବଡ ଗଛ, ପନିପରିବା, ପାନ ଚାଷ, ଛତୁ ଚାଷ, ପ୍ରାକୃତିକ ଜଙ୍ଗଲ ଓ ବନ୍ୟଜନ୍ତୁ...
  • ପଶୁ-ପକ୍ଷୀଙ୍କ ପାଇଁ ଜଳ ଯୋଗାଣ   ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ବାତ୍ୟା ପର ର ରାଜଧାନୀ ବୃକ୍ଷ ଓ ଛାଇ ଶୂନ୍ୟ ହୋଇଛି । ଆକାଶରୁ ନିଆଁ ଝୁଲ ଭଳି ରୌଦ୍ରତାପରେ ସନ୍ତୁଳି ହେଉଛି ଜୀବନ । ଦିନ ୧୧ଟା ବେଳକୁ ରାସ୍ତାଘାଟ ଜନଶୂନ୍ୟ ହୋଇଯାଉଛି...
April 18
17:51 2019

କଟକ, ୧୮/୦୪/୨୦୧୯ ( ଓଡ଼ିଶା ସମାଚାର)-  ମେଁ ୧୩ ରୁ ଜୁନ୍ ୬ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହେବାକୁ ଥିବା ୧୯ ବର୍ଷରୁ କମ୍ ମହିଳା କ୍ରିକେଟ ଶିବିର ନିମନ୍ତେ ଓଡ଼ିଶା ରୁ ୪ ଖେଳାଳୀ ମନୋନୀତ ହୋଇଛନ୍ତି ।

          ତରାନା ପ୍ରଧାନ

        ତରାନା ପ୍ରଧାନ

ସେମାନେ ହେଉଛନ୍ତି ଯାଜପୁରର ପୁନମ୍ ନାୟକ,କଟକର ସ୍ୱିଟି ବେଉରା,ଶୁଭ୍ରା ସ୍ୱାଇଁ ଓ ଭୁବନେଶ୍ୱରର ତରାନା ପ୍ରଧାନ ।

              ସ୍ୱିଟି ବେଉରା

            ସ୍ୱିଟି ବେଉରା

ହିମାଚଳ ପ୍ରଦେଶର ଧର୍ମଶାଳାରେ ଆୟୋଜିତ ହେବାକୁ ଥିବା ଶିବିର ପାଇଁ ପୁନମ୍ ମନୋନୀତ ହୋଇଥିବାବେଳେ ରାଜସ୍ଥାନର ଜୟପୁର ଶିବିର ପାଇଁ ସ୍ୱିଟି ଓ ଶୁଭ୍ରା ମନୋନୀତ ହୋଇଛନ୍ତି । ସେହିପରି ପଶ୍ଚିମବଙ୍ଗ ର ନଦିଆ ଶିବିର ପାଇଁ ତରାନା ମନୋନୀତ ହୋଇଛନ୍ତି । ମେଁ ୧୨ ସୁଦ୍ଧା ସେମାନଙ୍କୁ ଉପରୋକ୍ତ ଶିବିରରେ ରିପୋର୍ଟ କରିବାକୁ ପରାମର୍ଶ ଦିଆଯାଇଛି । ଓଡ଼ିଶା ସମାଚାର

           ପୁନମ୍ ନାୟକ

               ପୁନମ୍ ନାୟକ

          ଶୁଭ୍ରା ସ୍ୱାଇଁ

          ଶୁଭ୍ରା ସ୍ୱାଇଁ

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment