ଓଡ଼ିଶା ସମାଚାର

ଗୋସୋକୋରିଓ କରାଟେ ଆସୋସିଏସନ ପକ୍ଷ୍ୟରୁ ବେଲ୍ଟ ଟେଷ୍ଟ ଅନୁଷ୍ଠିତ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
ଗୋସୋକୋରିଓ କରାଟେ ଆସୋସିଏସନ ପକ୍ଷ୍ୟରୁ ବେଲ୍ଟ ଟେଷ୍ଟ ଅନୁଷ୍ଠିତ
April 21
21:04 2019

ପାରାଦ୍ୱୀପ ୨୧/୦୪/୨୦୧୯(ଓଡ଼ିଶା ସମାଚାର)- ଇଂଟରନେସନାଲ ଗୋସୋକାରିଓ କରାଟେ ଆସୋସିଏସନ ଓଡିଶା ପକ୍ଷ୍ୟରୁ ରବିବାର ଦିନ ପାରାଦ୍ୱୀପ ସିମେନ୍ସ କ୍ଳବ ପରିସରରେ ବେଲ୍ଟ ଟେଷ୍ଟ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସମ୍ପାଦକ ସଂଜୟ ସାହା, ଉପମୁଖ୍ୟ ପ୍ରଶିକ୍ଷକ ପ୍ରଶାନ୍ତ ବିଶ୍ୱାସ, ପରିଚାଳନା ସମ୍ପାଦକ ସଂଜୟ କୁମାର ମିଶ୍ର ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପାରାଦ୍ୱୀପରୁ ଶହେରୁ ଅଧିକ ଛାତ୍ରଛାତ୍ରୀ ଯୋଗଦେଇ ବେଲ୍ଟଟେଷ୍ଟ ଦେଇଥିଲେ । ଏହି ଅବସରରେ ଅତିଥିଭାବେ ସମାଜସେବୀ ପ୍ରିତୀ ଆରତୀ ପରିଜା, ସାମ୍ବାଦିକ ଶଂଶାଙ୍କ ଶେଖର ଆଚାର୍ଯ୍ୟ, ସ୍ୱାଧୀନ ଚେତା ଦାସମହାପାତ୍ର ଯୋଗଦେଇ କ୍ରିଷନ କୁମାର ଜୟସ୍ୱାଲ, ସୁବାସ ଚନ୍ଦ୍ର ପ୍ରଧାନ, ରୋଜାଲିନ୍ ଦାସ, ଆୟୁସ୍ କୁମାର ରଞ୍ଜନ, ତନ୍ମୟ ସନ୍ଥଙ୍କୁ ବ୍ଳାକ୍ ବେଲ୍ଟ ପ୍ରଦାନ କରିଥିଲେ ।  ଓଡ଼ିଶା ସମାଚାରkarate photo

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment