ଓଡ଼ିଶା ସମାଚାର

ବେଙ୍ଗାମୁଣ୍ଡା ରେ ଓଏସ୍ସିଆଇଟି କମ୍ପ୍ୟୁଟର ସେଂଟର ଉଦଘାଟିତ

 Breaking News
  • ବହୁ ହେଭିୱେଟ୍ ନେତା ଚିତ୍ ପଟାଙ୍ଗ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ବହୁ ହେଭିୱେଟ୍ ନେତା ସେମାନଙ୍କ ଭାଗ୍ୟପରୀକ୍ଷା କରୁଥିଲେ । ହେଲେ ଜନାଦେଶ ସେମାନଙ୍କ ବିପକ୍ଷରେ ଯିବାରୁ ସେମାନେ ପରାଜୟର ସାମ୍ନା କରିଛନ୍ତି । ଏମାନଙ୍କ ମଧ୍ୟରେ ବିଜେପିର ବରିଷ୍ଠ...
  • ୨ଟି ଆସନରୁ ବିଜୟୀ ହେଲେ ନବୀନ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ରାଜନୈତିକ କ୍ୟାରିୟରର ଦୀର୍ଘବର୍ଷ ପରେ ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୨ଟି ବିଧାନସଭା ଆସନରୁ ନିଜର ଭାଗ୍ୟ ପରୀକ୍ଷା କରିଥିଲେ । ୨୦୦୦ ମସିହାରୁ ହିଞ୍ଜିଳି ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା...
  • ଓଡ଼ିଶାବାସୀଙ୍କଠାରେ ଗଭୀର କୃତଜ୍ଞତା ଜଣାଉଛି:ନବୀନ ପଟ୍ଟନାୟକ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ଚଳିତ ନିର୍ବାଚନରେ ଓଡ଼ିଶାବାସୀ ବିଜେଡ଼ି ଦଳକୁ ଆଶୀର୍ବାଦ କରି କ୍ଷମତାକୁ ପଂଚମ ଥର ପାଇଁ ଆଣିଥିବାରୁ ସେମାନଙ୍କ ପାଖରେ ମୁଁ ଗଭୀର କୃତଜ୍ଞତା ଜଣାଉଛି । ଏହା ବ୍ୟତୀତ ଦଳକୁ ବିଜୟୀ କରିବା କ୍ଷେତ୍ରରେ ପ୍ରମୁଖ...
  • ବାତ୍ୟା ପ୍ରପିଡିତ ଜନତାଙ୍କ ସେବାରେ ରେଡକ୍ରସ ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ପ୍ରାୟ ୨୦ ଦିନ ତଳେ  ଓଡିଶା ଉପକୁଳରେ ବିଭୀଷିକାର ତାଣ୍ଡବ ରଚିଥିଲା ବାତ୍ୟା ଫନି । ଘର ଦ୍ୱାର,  ବଡ ବଡ ଗଛ, ପନିପରିବା, ପାନ ଚାଷ, ଛତୁ ଚାଷ, ପ୍ରାକୃତିକ ଜଙ୍ଗଲ ଓ ବନ୍ୟଜନ୍ତୁ...
  • ପଶୁ-ପକ୍ଷୀଙ୍କ ପାଇଁ ଜଳ ଯୋଗାଣ   ଭୁବନେଶ୍ୱର, ୨୪/୦୫/୨୦୧୯ (ଓଡ଼ିଶା ସମାଚାର)- ବାତ୍ୟା ପର ର ରାଜଧାନୀ ବୃକ୍ଷ ଓ ଛାଇ ଶୂନ୍ୟ ହୋଇଛି । ଆକାଶରୁ ନିଆଁ ଝୁଲ ଭଳି ରୌଦ୍ରତାପରେ ସନ୍ତୁଳି ହେଉଛି ଜୀବନ । ଦିନ ୧୧ଟା ବେଳକୁ ରାସ୍ତାଘାଟ ଜନଶୂନ୍ୟ ହୋଇଯାଉଛି...
April 24
01:49 2019

ବେଙ୍ଗାମୁଣ୍ଡା, ୨୪/୦୪/୨୦୧୯ (ଓଡ଼ିଶା ସମାଚାର)-ବଲାଙ୍ଗିର ଜିଲ୍ଲା ବେଙ୍ଗାମୁଣ୍ଡା ସଦର ରେ   ଓଏସ୍ ସିଆଇଟି କମ୍ପ୍ୟୁଟର ସେଂଟର ଉଦଘାଟିତ ହୋଇଯାଇଛି । ଏହି ଉଦଘାଟନୀ ଉତ୍ସବ ରେ  ପ୍ରଥମେ ବାଗଦେବୀ ସରସ୍ୱତୀ ଙ୍କ ଫଟୋଚିତ୍ର ରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଏଥିରେ କମ୍ପ୍ୟୁଟର ସେଂଟର ର ନିର୍ଦ୍ଧେଶକ ରମେଶ ଦୀପ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ବେଙ୍ଗାମୁଣ୍ଡା ପଂଚାୟତ ସମିତି ଜୁନିୟର କଲେଜ ର ଅଧ୍ୟକ୍ଷା ମିନତୀ ରଥ,ସମ୍ମାନୀୟ ଅତିଥି ଭାବେ ଯୁବ ସାମ୍ବାଦିକ ହୁଲେଶ୍ୱର ହଂସ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଅନ୍ତଜାତୀୟ ମାନ ର ସମ୍ପୂର୍ଣ୍ଣ କମ୍ପ୍ୟୁଟର ପାଠ୍ୟକ୍ରମ କରିବା ପାଇଁ ଯୁବକ ଯୁବତୀ ମାନଙ୍କୁ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ କମ୍ପ୍ୟୁଟର ସେଂଟର ର ହୃଷିକେଶ କୁମ୍ଭାର, ବୈଦ୍ୟନାଥ ସାହୁ, ମନ୍ଦାକିନୀ ମହାନନ୍ଦ, ରିଙ୍କୁ ତାଣ୍ଡି, ସୁନୀଲ ଛୁରା ପ୍ରମୁଖ ସହ ଯୋଗ କରିଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment