ଓଡ଼ିଶା ସମାଚାର

ପର୍ଯ୍ୟଟକ ମାନଙ୍କ ପାଇଁ ମେଁ ୧ରୁ ଜୁଲାଇ ୩୧ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ବନ୍ଦ୍

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
April 26
15:20 2019

Bhitarkanika Gateରାଜନଗର,୨୬/୦୪/୨୦୧୯ (ଓଡ଼ିଶା ସମାଚାର)- ବଉଳା କୁମ୍ଭୀରର ଅନ୍ତୁଡିଶାଳ ଭାବେ ପରିଚିତ ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେଁ ପହିଲାରୁ ପର୍ଯ୍ୟଟକ ମାନଙ୍କ ପାଇଁ ପର୍ଯ୍ୟଟକ ମାନଙ୍କ ପାଇଁ  ବନ୍ଦ ରହିବ । କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଯାଇଛି । ନଦୀ ନାଳମାନଙ୍କରେ ଥିବା କୁମ୍ଭୀରମାନେ ବସା ବାନ୍ଧି ଅଣ୍ଡା ଦେବେ । Bhitarkanikaସେମାନଙ୍କର ମିଳନପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନଉପୁଜିବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ପର୍ଯ୍ୟନ୍ତ ବନ୍ଦ ରଖାଯିବା ପାଇଁ ନିର୍ଦ୍ଧେଶ ଜାରୀ ହୋଇଛି । ମା କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ । ଏହି ସମୟରେ ସେ ହିଂସ୍ର ହୋଇ ଉଠିଥାଏ । ଏହି ସମୟ ମଧ୍ୟରେ ପର୍ଯ୍ୟଟକମାନଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ନଆସିବା ପାଇଁ ବାରଣ କରାଯାଇଥାଏ । ଓଡ଼ିଶା ସମାଚାରBhitarkanika 2

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment