ଓଡ଼ିଶା ସମାଚାର

ମା ବାଗ୍ଦେବୀ କ୍ରିକେଟ୍ ଟୁର୍ଣ୍ଣାମେଂଟ, କୁଲୁରୁକୁମ୍ପା ଚାମ୍ପିଆନ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
April 30
07:46 2019

ଦଶପଲ୍ଲା, ୩୦/୦୪/୨୦୧୯ (ଓଡ଼ିଶା ସମାଚାର)-ଦଶପଲା୍ଲ ବ୍ଲକ ଅନ୍ତର୍ଗତ କୁଲୁରୁକୁମ୍ପା ପଂଚାୟତର ଗୁରାହା ସ୍ଥିତ ସ୍କୁଲ ପଡିଆ ଠାରେ ମା ବାଗ୍ଦେବୀ କ୍ରିକେଟ୍ କ୍ଲବ ଆନୁକୂଲ୍ୟରେ ଆୟୋଜିତ କ୍ରିକେଟ୍ ଟୁର୍ଣ୍ଣାମେଂଟ ଉଦ୍ୟାପିତ ହୋଇଯାଇଛି । ଗତ ୨୨ ତାରିଖ ଠାରୁ ଅନୁଷ୍ଠିତ ଟୁର୍ଣ୍ଣାମେଂଟରେ ମୋଟ ୮ଟି ଦଳ ଭାଗ ନେଇଥିଲେ । ଉଦ୍ୟାପନୀ ମ୍ୟାଚ ରେ ମା ବାଗଦେବୀ କ୍ରିକେଟ କ୍ଲବ କୁଲୁରୁକୁମ୍ପା ସହିତ ମା ବଗ୍ଦେବୀ କ୍ରିକେଟ କ୍ଲବ ଗୁରାହା ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବ୍ୟାଟିଂ କରି ୧୯ ଓଭର ୩ ଗୋଟି ବଲରେ କୁଲୁରୁକୁମ୍ପା ଦଳ ୧୦ ଉଇକେଟ ହରାଇ ୧୩୦ ରନ କରିଥିବା ବେଳେ ଗୁରାହା ୨୦ ଓଭରରେ ସମସ୍ତ ଉଇକେଟ ହରାଇ ୯୫ ରନ୍ କରିବାରେ ସକ୍ଷମ ହୋଇଥିଲେ । ମୁଖ୍ୟ ଅତିଥି ଭାବେ ପୂର୍ବତନ ଦଶପଲ୍ଲା ପଂଚାୟତ ସମିତି ଅଧ୍ୟକ୍ଷ ଉପେନ୍ଦ୍ର କୁମାର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ବସଋଊୠ କୁମାର ସାହୁ ଯୋଗ ଦେଇଥିଲେ । କ୍ଲବର ଉପଦେଷ୍ଟା ପ୍ରଭାକର ମଳିକ ଓ ଗୋବିନ୍ଦ ଚନ୍ଦ୍ର ନାୟକ ପ୍ରମ୍ମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉସ୍ôାହିତ କରିଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment