ଓଡ଼ିଶା ସମାଚାର

ଭୋଟ୍ ଗଣତି ପାଇଁ ଜିଲା ପ୍ରଶାସନର ପ୍ରସ୍ତୁତି

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
May 12
16:33 2019

Kendrapara Electionକେନ୍ଦ୍ରାପଡା, ୧୨/୦୫/୨୦୧୯ ( ଓଡ଼ିଶା ସମାଚାର)- ୧୭ତମ ସାଧାରଣ ନିର୍ବାଚନର ଭୋଟ୍ ଗଣତି ପାଇଁ ପ୍ରଶାସନର ପ୍ରସ୍ତୃତି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ପ୍ରେମଚନ୍ଦ୍ର ଚୈାଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ରାଉତ, ଉପଜିଲାପାଳ ସଂଜୟ କୁମାର ମିଶ୍ର, ଅତିରିକ୍ତ ଜିଲାପାଳ ପ୍ରଣୟ କୁମାର ଜେନା, ଡେପୁଟି କଲେକ୍ଟର ଶୁକଦେବ ବେହେରା, ସହକାରୀ ଜିଲାପାଳ ବିକ୍ରମ କେଶରୀ ପରିଡା ପ୍ରମୁଖ ବୈଠକରେ ଅଂଶଗ୍ରହଣ କରିଥିଲେ ।

ଚଳିତ ମାସ ୨୩ତାରିଖ ଭୋଟ୍ ଗଣତି କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଅନୁଷ୍ଠିତ ହେବ । ଏଥିପାଇଁ ୫ଟି ଗଣତି ହଲ୍ ଆବଶ୍ୟକ ଥିବାବେଳେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ । ଗଣତି କାର୍ଯ୍ୟରେ ନିଯୁକ୍ତ କର୍ମଚାରୀଙ୍କୁ ତାଲିମ୍ ଦିଆଯିବା ସହ ବିଭିନ୍ନ ପ୍ରାର୍ଥୀଙ୍କ ପକ୍ଷରୁ ନିଯୁକ୍ତ ଏଜେଂଟ ମାନଙ୍କ ବସିବା ପାଇଁ ସୁବିଧା, ଗଣମାଧ୍ୟମ ପ୍ରତିନିଧିଙ୍କ ପାଇଁ ତାଜା ଖବର ସଂଗ୍ରହର ସୁବିଧା ଓ ସମଗ୍ର ଗଣତି କେନ୍ଦ୍ରର ନିୟନ୍ତ୍ରଣ କକ୍ଷ ସହ ଭୋଟ୍ ଗଣତି ଫଳାଫଳର ତକ୍ରାଳ ଘୋଷଣା ତଥା ଅନ୍ୟ ଆନୁସଙ୍ଗିକ ବ୍ୟବସ୍ଥାର ଟିକିନିଖି ଆଲୋଚନା କରାଯାଇଥିଲା । ଏହି ବୈଠକରେ ସମସ୍ତ ରିଟର୍ଣ୍ଣଂ ଅଫିସର ଓ ଜିଲା ନିର୍ବାଚନ ଅଧିକାରୀମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment