ଓଡ଼ିଶା ସମାଚାର

ଫଣି ବିପନ୍ନଙ୍କୁ ଭେଟିଲେ ସାବିତ୍ରୀ ଅଗ୍ରୱାଲ

 Breaking News
  • ପଥର ବୋଝେଇ ଟ୍ରକକୁ ଧକ୍କା ଦେଲା ବୋଲେରୋ, ଜଣେ ମୃତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଏକ ପଥର ବୋଝେଇ ଟ୍ରକକୁ ଦ୍ରୁତଗାମୀ ବୋଲେରୋ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ନାବାଳକର ମୃତ୍ୟୁ ହୋଇଯାଇଥିବା ଜଣା ପଡିଛି । ଘଟଣାରୁ ପ୍ରକାଶ ରାଜନଗର ଥାନା ରାଜରାଜଶ୍ୱେରପୁର ଗ୍ରାମର ରବିନ୍ଦ୍ର ମାଝିଙ୍କ ପୁଅ ବିଶ୍ୱଜିତ ମାଝି (୧୫)...
  • ଜିଲ୍ଲାକୁ ଗୌରବାନ୍ୱିତ କଲେ ସମୀକ୍ଷା ଓ ଶାନ୍ତ୍ୱନା କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତ ମାଟ୍ରିକ ପରୀକ୍ଷାର ଫଳ ମଙ୍ଗଳବାର ଦିନ ପ୍ରକାଶିତ ହୋଇଛି । ଏଥିରେ ୨ ଜଣ ଛାତ୍ରୀ ଜିଲ୍ଲାରେ ସର୍ବୋଚ୍ଚ ନମ୍ବର ରଖି ଜିଲ୍ଲାକୁ ଗୌରବାନ୍ୱିତ କରିଥିବା ଜଣାପଡିଛି । ପୌରାଂଚଳ ଅନ୍ତର୍ଗତ ଭାରତୀ ବିଦ୍ୟା ମନ୍ଦିରର ଛାତ୍ରୀ...
  • ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ପ୍ରତିଶତ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫଳ ରାଜ୍ୟରେ ୭୨.୩୫ ପ୍ରତିଶତ ହୋଇଥିବା ବେଳେ ଜିଲ୍ଲାରେ ୭୨.୧୧ ପ୍ରତିଶତ ହୋଇଛି । ରାଜ୍ୟରେ ଚଳିତ ବର୍ଷ ରେଗୁଲାର ପରୀକ୍ଷାର୍ଥୀ ୫ଲକ୍ଷ ୪୫ହଜାର ୩୬୨ ଫର୍ମ ପୁରଣ କରିଥିବା ବେଳେ ସେଥିରୁ ୯ହଜାର...
  • ପ୍ଲଟିଂ ଜମି ବ୍ୟବସାୟ ପାଇଁ ସରକାରୀ ଗୋଚର ଜମିକୁ ପୋତାଯାଉଛି କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ପ୍ଲଟିଂ  ଜମି ବ୍ୟବସାୟ ନିମନ୍ତେ ଏକ ସରକାରୀ ଗୋଚର କିଷମ ଜମିକୁ ମାଟି ପକାଯାଇ ପୋତାଯାଉଥିବା ଅଭିଯୋଗ ହୋଇଛି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ମାର୍ଶାଘାଇ ତହସିଲ ଅନ୍ତର୍ଗତ ପଂଚାଣପୁର ମୈାଜାର ଖାତା ନମ୍ବର ୯୧...
  • ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା,୨୨/୦୫/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ ଗୃହରେ ଆଜି ପୂର୍ବାହ୍ନରେ ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ...
May 14
04:31 2019

Sabitry Agrawal

ଡେରାବିଶ, ୧୪/୦୫/୨୦୧୯ (ଓଡ଼ିଶା ସମାଚାର)- ଫଣି ବାତ୍ୟା ପ୍ରଭାବରେ ପାଟକୁରା ନିର୍ବାଚନ ମଣ୍ଡଳୀରେ ପ୍ରଭୂତ କ୍ଷୟକ୍ଷତି ହୋଇଥିବା ବେଳେ ଲୋକେ ବହୁ ଅସୁବିଧାରେ କାଳାତି ପାତ କରୁଛନ୍ତି । ଗତକାଲି ଡେରାବିଶ ବ୍ଲକ ଅନ୍ତର୍ଗତ ଇନ୍ଦାଳୋ, ହରିଅଙ୍କ ଓ ଯଅଁରାବାରିମୂଳ ପଂଚାୟତର ବିଭିନ୍ନ ଗ୍ରାମର ବାତ୍ୟା ବିପନ୍ନ ପରିବାରଙ୍କୁ ପାଟକୁରାର ବିଜେଡ଼ି ବିଧାୟିକା ପ୍ରାର୍ଥୀନୀ ସାବିତ୍ରୀ ଅଗ୍ରୱାଲ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ ଓ ସମାଧାନ ପାଇଁ ଚେଷ୍ଟା କରିବାକୁ ପ୍ରତିଶ୍ରୁତି ଦେଇଥିଲେ  । ଶ୍ରୀମତୀ ଅଗ୍ରୱାଲାଙ୍କ ସହିତ ପଂଚାୟତର ବିଜେଡ଼ି କର୍ମୀ ଜୟନ୍ତ କୁମାର ଶତପଥୀ, ବିଜୟ କୁମାର ସ୍ୱାଇଁ, ବିଜୟ କୁମାର ପରିଡ଼ା, ପୂର୍ବତନ ସମିତିସଭ୍ୟ ଅନ୍ନପୂର୍ଣ୍ଣା ନାୟକ, ସୁଧାଂଶୁ ସାମନ୍ତରାୟ, ଜ୍ଞାନରଞ୍ଜନ ମହାନ୍ତି, ପୂର୍ବତନ ସରପଂଚ ଅଶ୍ୱିନୀ ମହାନ୍ତି, ସୁଜିତ ସାମନ୍ତରାୟ, ପ୍ରଶାନ୍ତ ସାମନ୍ତରାୟ, ଘନଶ୍ୟାମ ସ୍ୱାଇଁ, ଅନିଲ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment