ଓଡ଼ିଶା ସମାଚାର

ଦିଲ୍ଲୀରେ ନବୀନ ଓ ନରସିଂହ ଭେଟ ଘାଟକୁ ନେଇ ରାଜନୀତି

 Current News
  • କାର୍ତିକ ଆରଏସଏସ ର ସଦସ୍ୟ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ଗତକାଲି କୁମ୍ଭାରୀ ଗ୍ରାମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର କଲାବେଳେ କାର୍ତିକ ମେହେର ନାମକ ଜଣେ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କ ଉପରକୁ ଚପଲ ଫିଙ୍ଗିବାକୁ ଉଦ୍ୟମ କରିଥିଲେ । ବିଜେଡି ତରଫରୁ ଏହାକୁ...
  • ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ନେଇ ପୋଲିସ ଡିଜିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)- ବିଜେପୁର ଉପ-ନିର୍ବାଚନରେ ପ୍ରାର୍ଥôନୀ ରୀତା ସାହୁଙ୍କ ପାଇଁ ପ୍ରଚାରରେ ଯାଇଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉପରକୁ ବରପାଲ୍ଲୀ ବ୍ଲକ କୁମ୍ଭାରୀ ଗ୍ରାମ ଠାରେ ଗତକାଲି ଆକ୍ରମଣ କରାଯାଇଥିଲା । ଆକ୍ରମଣକାରୀର ପକେଟ୍ରୁ ବିଜେପିର...
  • ଯୁଗଶ୍ରୀ ଯୁଗନାରୀର ବାର୍ଷିକ ସାରସ୍ୱତ ସମାରୋହ ଅନୁଷ୍ଠିତ             ସାରସ୍ୱତ ସ୍ରଷ୍ଟାମାନେ ସମାଜ ସଚେତନ ହେବାକୁ ଆହ୍ୱାନ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-  ବାଲେଶ୍ୱରରୁ ନିୟମିତ ପ୍ରକାଶିତ ହେଉଥିବା ମାସିକ ମହିଳା ପତ୍ରିକା ‘ଯୁଗଶ୍ରୀ ଯୁଗନାରୀ’ର ବାର୍ଷିକ ସାରସ୍ୱତ ସମାରୋହ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି । ସଭା...
  • କେନ୍ଦ୍ରମନ୍ତ୍ରୀ ରାମକି୍ରଷ୍ଣପାଲ ଯାଦବଙ୍କୁ ସ୍ୱାଗତ ଭୁବନେଶ୍ୱର, ୨୧/୦୨/୨୦୧୮ (ଓଡ଼ିଶା ସମାଚାର)-ଗାଇ ସିଲଟ ବ୍ଲକ ଅନ୍ତର୍ଗତ ଜଗଲଘାଟ ପଂଚାୟତରେ ଏକ ନିର୍ବାଚନୀ ସଭାରେ ବରଗଡ଼ ଜିଲ୍ଲା ସଭାପତି ଅରୁପାନନ୍ଦ ସାହୁଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ସମ୍ପାଦକ ସୁରେଶ ପୂଜାରୀ, ଚିତରଞ୍ଜନ କଂସ, ଲକ୍ଷ୍ମଣ ଭୋଇ, ଆଲେକଜାଣ୍ଡର ଦାସ, ସୁଜାତା ବାରିକ,...
  • ଶିକ୍ଷୟତ୍ରୀ ବିଦ୍ୟାଳୟକୁ ବିଳମ୍ବରେ ଆସୁଛନ୍ତି ବେଙ୍ଗାମୁଣ୍ଡା,୨୧/୦୨/୨୦୧୮ (ଓଡ଼ିଶା ସମାଚାର/ଅଶୋକ ନାରାୟଣ ଭୋଇ)-ସରକାର ସମସ୍ତ ଙ୍କ ପାଇଁ ମାଗଣା ଏବଂ ବାଧ୍ୟତା ମୂଳକ ଶିକ୍ଷା ର ବ୍ୟବସ୍ଥା କରିବା ସହ ଛାତ୍ର ଛାତ୍ରୀ ଙ୍କୁ ବିଦ୍ୟାଳୟଭିମୁଖୀ ଲକ୍ଷ୍ୟରେ  ମାଗଣାରେ ପାଠ୍ୟ ପୁସ୍ତକ ବଂଟନ, ପୋଷାକ, ମଧ୍ୟାହ୍ନ ଭୋଜନ ଆଦି...

ଦିଲ୍ଲୀରେ ନବୀନ ଓ ନରସିଂହ ଭେଟ ଘାଟକୁ ନେଇ ରାଜନୀତି

February 16
13:04 2018

Red-2-Line-Logo
ଭୁବନେଶ୍ୱର, ୧୬/୦୨/୨୦୧୮ (ଓଡ଼ିଶା ସମାଚାର)- ଦିଲ୍ଲୀ ଗସ୍ତରେ ଯାଇଥିବା ବିରୋଧୀ ଦଳ ନେତା ନରସିଂହ ମିଶ୍ର ଗୁରୁବାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଅବଦୁଲ କାଲାମ୍ ରୋଡ ଠାରେ ଥିବା ତାଙ୍କ ବାସଭବନରେ ଭେଟିଛନ୍ତି  । ସେଠାରୁ ଫେରିବା ପରେ ଗଣମାଧ୍ୟମ ପ୍ରଶ୍ନର ଉତରରେ ଶ୍ରୀ ମିଶ୍ର କହିଛନ୍ତି ଯେ ସେ ମତେ ଭେଟିବା ପାଇଁ ନିମନ୍ତ୍ରଣ କରିଥିଲେ  । ମୁଁ ତାଙ୍କୁ ଭେଟିଲି । କିଏ କାହାକୁ ଭେଟିଲେ କଣ ପଲଟିକାଲ ଡିଲ୍ ହୋଇଯାଏ  । ଆପଣମାନେ କଳ୍ପନା ଜଳ୍ପନା କରିବା ଛାଡନ୍ତୁ  । ସେ ଶରଦ ଯାଦବଙ୍କୁ ଭେଟି ଘଂଟା ଘଂଟା ଆଲୋଚନା କରିଥିଲେ  । ତାର ଅର୍ଥ କଣ ଆମ ମଧ୍ୟରେ ଡିଲ୍ ହୋଇଗଲା ବୋଲି ଶ୍ରୀ ମିଶ୍ର ପ୍ରଶ୍ନ କରିଛନ୍ତି  । ମୁଁ ସରକାରୀ କାର୍ଯ୍ୟକ୍ରମରେ ଦିଲ୍ଲୀ ଯାଇଥିଲି ଏବଂ ସେଥିରେ ଯୋଗ ଦେଲି  । ସେଠାକୁ ମୁଖ୍ୟମନ୍ତ୍ରୀ ମଧ୍ୟ ଯାଇଥିଲେ  । କାର୍ଯ୍ୟକ୍ରମ ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହେଲା  । ମୁଖ୍ୟମନ୍ତ୍ରୀଙ୍କ ସହ ବିରୋଧୀ ଦଳ ନେତା କଣ ଆଲୋଚନା କରିପାରିବେନି ? । ଅନ୍ୟପକ୍ଷରେ ନବୀନଙ୍କ ସହ ନରସିଂହଙ୍କ ସାକ୍ଷାତ ନେଇ ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ ପ୍ରଶ୍ନ ଉଠାଇଛନ୍ତି । ସେ କହିଛନ୍ତି, ଆଗାମୀ ୨୪ତାରିଖରେ ବିଜେପୁର ବିଧାନସଭା ଉପ-ନିର୍ବାଚନ ପାଇଁ ପ୍ରଚାର •ଲିଥିବା ବେଳେ ବିରୋଧୀ ଦଳ ନେତା ନବୀନଙ୍କୁ ଦିଲ୍ଲୀରେ ଭେଟିଛନ୍ତି । ଓଡ଼ିଶା ସମାଚାର

About Author

admin

admin

Related Articles

0 Comments

No Comments Yet!

There are no comments at the moment, do you want to add one?

Write a comment

Write a Comment

4 × 1 =